ବିଧାୟିକା ଭାବେ ଶପଥ ନେଲେ ରୀତା, ଶପଥପାଠ କରାଇଲେ ବାଚସ୍ପତି

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବୁଧବାର ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଅଧିବେଶନ। ପ୍ରଥମ ଦିବସରେ ବିଜେପୁର ବିଧାନସଭା ଆସନରୁ ନବ ନିର୍ବାଚିତ ରୀତା ସାହୁ ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରୀତାଙ୍କୁ ଶପଥପାଠ କରାଇଥିଲେ। ଏଥିସହ ବିଧାନସଭାରେ ବିଜେଡି ବିଧାୟିକାଙ୍କ ସଂଖ୍ୟା ୧୪ରେ ପହଞ୍ଚିଥିବା ବେଳେ ମହିଳା ସଭ୍ୟଙ୍କ ସଂଖ୍ୟା ୧୫ ହୋଇଛି।

ସୂଚନାଯୋଗ୍ୟ, ବିଜେପୁର ଉପନିର୍ବାଚନରେ ପ୍ରତିନ୍ଦ୍ୱନ୍ଦିତା କରୁଥିବା ରୀତା ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ରେକର୍ଡ ସଂଖ୍ୟକ ଭୋଟରେ ପରାସ୍ତ କରି ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri