ବିନା ଇଞ୍ଜିନ୍‌ରେ ଗଡ଼ିଲା ମାଲ୍‌ବାହୀ ବଗି: ୧ କିଲୋମିଟର ଯିବା ପରେ ଓଲଟି ପଡ଼ିଲା, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୭ା୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଭୋର୍‌ ସମୟରେ ଏକ ମାଲବାହୀ ଟ୍ରେନ୍‌ର କିଛି ବଗି ବିନା ଇଞ୍ଜିନ୍‌ରେ ପ୍ରାୟ ୧ କିଲୋମିଟର ଗଡ଼ି ଯିବା ପରେ ଓଲଟି ପଡ଼ିଛି। ଏମ୍‌ସିଏଲ କୋଇଲା ଖଣିରେ ଏହି ଅଘଟଣ ଘଟିଛି।
ସୂଚନାନୁଯାୟୀ, ରବିବାର ଭୋର୍‌ରୁ ୬୦ ବଗି ବିଶିଷ୍ଟ କୋଇଲା ବୋଝେଇ ମାଲ୍‌ବାହୀ ଟ୍ରେନ୍‌ ବିନା ଇଞ୍ଜିନ୍‌ରେ ଏମ୍‌ସିଏଲ୍‌ କୋଇଲା ଖଣି ଅଞ୍ଚଳର ଲଜକୁରା କୋଲ୍‌ ସାଇଡିଂରୁ ବଗି ସବୁ ଗଡ଼ିଯାଇ ୧ କିଲୋମିଟର ଦୂର ଇବ୍‌ ପିଟ୍‌ ନିକଟରେ ଓଲଟି ପଡ଼ିଥିଲା। ଫଳରେ ୪ଟି ବଗି ଟ୍ରାକ୍‌ରୁ ତଳକୁ ଖସି ଯାଇଥିଲା। ୪ ଦିନ ତଳେ ଏହି ମାଲବାହୀ ଟ୍ରେନ୍‌ରେ କୋଇଲା ଲୋଡ୍‌ କରାଯାଇଥିଲା। ଏହି ଦୁର୍ଘଟଣା ଯୋଗୁ ଏମ୍‌ସିଏଲର ଆର୍ଥିକ କ୍ଷତି ହୋଇଥିବା ବେଳେ କୋଇଲା ପରିବହନରେ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି। କର୍ତ୍ତୃପକ୍ଷ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri