Posted inଜାତୀୟ

ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା: ୨୫୦ରୁ ଅଧିକ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୨୫।୧୧: ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା ଦେଖାଦେଇଛି। ଏଠାରେ ଥିବା ହୁଲିମାଓ୍ବୁ ହ୍ରଦର ବନ୍ଧ ଭାଙ୍ଗିଯିବାରୁ ପ୍ରବଳବେଗରେ ପାଣି ସହର ମଧ୍ୟରେ ପ୍ରବେଶ କରିଥିଲା। ତଳିଆ ଅଞ୍ଚଳରେ ଥିବା ୨୫୦ରୁ ଅଧିକ ଲୋକଙ୍କ ଘରେ ପାଣି ପଶିଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ସମ୍ପୃକ୍ତ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବେଙ୍ଗାଲୁରୁ ମ୍ୟୁନିସ୍‌ପାଲିଟି ଅଧିକାରୀ ବି.ଏଚ୍‌. ଅନୀଲ୍‌ କୁମାର ସୂଚନା ଦେଇଛନ୍ତି। ଆର୍ଥମୁଭର ମେସିନ୍‌ ଦ୍ୱାରା ପାଇପ୍‌ ଲାଇନ୍‌ ବିଛାଇବା ପାଇଁ ଖନନ ଚାଲିଥିବାବେଳେ ବନ୍ଧ ଭାଙ୍ଗିଯାଇଥିବା ବେଙ୍ଗାଲୁରୁ ମହାପୌରପାଳ ଏମ୍‌. ଗୌତମ୍‌ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri