ବିନା ଲାଇସେନ୍ସରେ ଚାଲିଛି ବାଣ ଦୋକାନ : ପୋଲିସ, ଅଗ୍ନିଶମ ବିଭାଗ ଚୁପ୍‌

ରୂପ୍‌ସା, ୨୭ା୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସମେତ ରୂପ୍‌ସା ଥାନା ଅଞ୍ଚଳରେ ୨ ଦିନ ଧରି ଶହ ଶହ ବେଆଇନ ବାଣ ଦୋକାନ ଦେଖିବାକୁ ମିଳୁଛି। ପ୍ରଶାସନ ପକ୍ଷରୁ ବାଣ ତିଆରି ଓ ବିକ୍ରୀ ଉପରେ କଡାକଡି କଟକଣା ଲାଗୁ ହୋଇଥିଲେ ହେଁ ଅବାଧରେ ବାଣ ବିକ୍ରି ଯୋଗୁ ଅସନ୍ତୋଷ ଦେଖାଦେଇଛି। ଫୁଲାଡି, ହଳଦୀପଦା, କଷାଫଳ, ସାର୍ଥା ଓ ରୂପ୍‌ସା ଆଦି ଅଞ୍ଚଳରେ ଜନଗହଳିପୂର୍ଣ୍ଣ ସ୍ଥାନରେ ଖୋଲାଯାଇଥିବା ଅସ୍ଥାୟୀ ଦୋକାନରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ୩ଦିନ ଧରି ଲଗାଣ ବର୍ଷା ପରେ ଶନିବାର ଓ ରବିବାର ବିନା ଲାଇସେନ୍ସରେ ବାଣ ବିକ୍ରି ଆରମ୍ଭ ହୋଇଛି। ଅପରପକ୍ଷରେ ବିଭିନ୍ନ ବିସ୍ଫୋରକ ସାମଗ୍ରୀକୁ ନେଇ ଆସନ୍ନ ବିପଦକୁ ମଧ୍ୟ ଏଡାଇଦିଆଯାଇ ପାରେନା ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ,…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

‘ମୋ’ ଅବସ୍ଥା ଦେଖିନିଅ, ଭୁଲ୍‌ରେ ବିବାହ କରନି…’ ପୋଷ୍ଟର ଧରି ବସିଛନ୍ତି ସ୍ବାମୀ, ନର୍କ ହୋଇଯାଇଛି… 

ହାଜିପୁର,୭।୫: ସାଧାରଣତଃ ବିବାହକୁ ଜୀବନର ଏକ ନୂଆ ଏବଂ ସୁନ୍ଦର ଆରମ୍ଭ ବୋଲି କୁହାଯାଏ। କିନ୍ତୁ ବିହାରର ବୈଶାଳୀ ଜିଲା ହାଜିପୁରରୁ ଏଭଳି ଏକ ଘଟଣା ସାମ୍ନାକୁ…

ଭାଜପା ଛାଡିଲେ ଚିରାଗ ପାଶଓ୍ବାନ! କହିଲେ ଏକେଲା ଲଢିବେ ନିର୍ବାଚନ

ନୂଆଦିଲ୍ଲୀ,୭।୫: ପଞ୍ଜାବ ରାଜନୀତିରେ ଏକ ସାହସିକ ପଦକ୍ଷେପ ନେଇ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସ୍ବାଧୀନ ଭାବରେ ଲଢ଼ିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri