Posted inଜାତୀୟ

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା କାର୍ଯ୍ୟ ୫୦ ପ୍ରତିଶତ ହେବ ବୋଲି ଦାବି କରିଥିଲେ। ତେବେ ନିର୍ବାଚନ କମିଶନ ଏହା ଉପରେ ବିଚାର ବିମର୍ଷ କରି ଭିଭିପାଟ୍‌୍‌ରେ ଗଣତି କାର୍ଯ୍ୟ ପୂର୍ବପରି ହେବ ବୋଲି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏନେଇ ବିରୋଧର ଦଳ ନେତା ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…

ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri