ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୧୧ – ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩ ଗାଡ଼ିକୁ ଧରାଯାଇଛି। ଏଥିସହ ସେଗୁଡିକରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜରିମାନା ବାବଦରେ ଆଦାୟ କରାଯାଇଛି।
ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅନୁଗୋଳ ସହର ସମେତ ଛେଣ୍ଡିପଦା ଓ ବଅଁରପାଳ ଅଞ୍ଚଳରେ ପରିବହନ ବିଭାଗୀୟ କର୍ମଚାରୀମାନେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେଉଥିବା ଅଟୋ ଓ ଟାଟା ମ୍ୟାଜିକ ଆଦିକକୁ ଅଟକା ଯାଇ ଯାଞ୍ଚ କରାଯାଇଥିଲା। ଉପଲବ୍ଧ ସିଟ୍‌ଠାରୁ ଅଧିକ ସଂଖ୍ୟାରେ ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ିଗୁଡିକର ଫିଟ୍‌ନେସ ଓ ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଫିଟନେସ୍‌ ନ ଥିବା ଗାଡ଼ିଗୁଡ଼ିକ ସମ୍ପର୍କରେ ସ୍କୁଲ କର୍ତ୍ତୃପକ୍ଷଙ୍କୁ କୈଫିୟତ ମଗାଯିବାକୁ ଜିଲା ଶିକ୍ଷା ବିଭାଗକୁ ଅବଗତ କରାଯିବ ବୋଲି ପରିବହନ ବିଭାଗ ଅଧିକାରୀ ପ୍ରକାଶ କରିଛନ୍ତି। ଏମ୍‌ଭିଆଇ ଚିତ୍ତରଞ୍ଜନ ସେନାପତି, ଆଡିସିନାଲ ଆରଟିଓ ବିନୟ କୁମାର ପାଲ, ଜୁନିୟର ଏମ୍‌ଭିଆଇ ଗିରିଶ ତ୍ରିପାଠୀ ଓ ଅନ୍ୟ ପରିବହନ ଅଧିକାରୀମାନେ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri