ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧:  ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା ଅଞ୍ଚଳରେ ପରିବହନ କାର୍ଯ୍ୟାଳୟ ଅଧିକାରୀ ଚଢ଼ାଉ କରି ୨ଟି କଲେଜ ବସ୍‌, ୨ଟି ଟାଟା ମ୍ୟାଜିକ ଓ ଗୋଟିଏ ଅଟୋକୁ ଧରିଥିଲେ। ଚଢ଼ାଉବେଳେ ବିପଦସଙ୍କୁଳ ଅବସ୍ଥାରେ ପିଲାଙ୍କୁ ପରିବହନ, ଫିଟ୍‌ନେସ ସାର୍ଟିିଫିକେଟ ନ ଥିବା ଗାଡ଼ିଗୁଡିକରୁ ଜରିମାନା ଆଦାୟ କରାଯିବା ସହ ଚାଳକଙ୍କୁ ତାଗିଦ୍‌ କରାଯାଇଥିବା ଏମ୍‌ଭିଆଇ ଚିତ୍ତରଞ୍ଜନ ସେନାପତି ସୂଚନା ଦେଇଛନ୍ତି। ଆଡିସିନାଲ ଆରଟିଓ ବିନୟ ପାଲ ଓ ଅନ୍ୟ କର୍ମଚାରୀମାନେ ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri