Posted inଫୁରସତ

ବିପଦ ଆସିଲେ ଆଗୁଆ ସୂଚନା ଦେଇଥାଏ ଏହି କୁଣ୍ଡ

ଦେଶରେ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର ଭବାନୀ। ଏଠାରେ ଥିବା ଏକ କୁଣ୍ଡ କଶ୍ମୀର ପ୍ରତି ଥିବା ବିପଦ ସମ୍ପର୍କରେ ସୂଚନା ଦେଇଥାଏ। ପଣ୍ଡିତଙ୍କ ଅନୁସାରେ ବିପଦ ଆସିବା ପୂର୍ବରୁ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥାଏ।

ମନ୍ଦିରର ଦେଖାଶୁଣା କରୁଥିବା ରାଜେନ୍ଦ୍ର ସିଂ କୁହନ୍ତି, କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ସମୟରେ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥିଲା। ମୋଦିଙ୍କ ଘୋଷଣା ପୂର୍ବରୁ କୁଣ୍ଡ ପାଣିର ରଙ୍ଗ କଳା ହୋଇଯାଇଥିଲା। କିନ୍ତୁ ଏବେ ସ୍ବାଭାବିକ ହୋଇଛି। ଏହି ମନ୍ଦିରକୁ କଶ୍ମୀର ପଣ୍ଡିତମାନେ ନିର୍ମାଣ କରିଥିଲେ। ଅଶାନ୍ତ ବାତବରଣ ଯୋଗୁ ଏଠାକୁ ଖୁବ୍‌ କମ୍‌ ଲୋକ ଆସିଥାନ୍ତି। ବିଶେଷକରି ସେନାର ଯବାନମାନେ ଏହି ମନ୍ଦିରକୁ ପୂଜା କରିବାକୁ ଆସିଥାନ୍ତି। ସୂଚନା ଯେ, ୨୦୦୮ରେ ଅମରନାଥ ଭୂମି ଆନ୍ଦୋଳନ, ୨୦୧୦ରେ ଅମର ଅବ୍‌ଦୁଲ୍ଲା ସରକାରରେ ହିଂସା, ୨୦୧୪ରେ ବନ୍ୟା, ୨୦୧୬ରେ ହିଜବୁଲ ଆତଙ୍କ ସମୟରେ ମଧ୍ୟ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା

ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ…

ଭାରତ ବନ୍ଦ ଯୋଗୁ ଖୋଲା ନା ବନ୍ଦ ରହିବ ବ୍ୟାଙ୍କ୍‌! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୨: ଆଜି, ଭାରତ ବନ୍ଦ ଏବଂ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଦେଶବ୍ୟାପୀ ବନ୍ଦ ପାଳନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ବ୍ୟାଙ୍କଗୁଡ଼ିକ ଖୋଲା ରହିବ କି…

Bharat Bandh Today: ଓଡ଼ିଶାରେ ଭାରତ ବନ୍ଦ ପ୍ରଭାବ, ଆଜି ସ୍କୁଲ ବନ୍ଦ!

ଭୁବନେଶ୍ୱର,୧୨ା୨: ଭାରତ ବନ୍ଦର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଲାଣି । ପ୍ରମୁଖ ଛକମାନଙ୍କରେ ବନ୍ଦ ରହିଛି ଗାଡ଼ି ଚଳାଚଳ ଓ ଦୋକାନ ବଜାର । ମେଡିକାଲ, ଦମକଳ…

ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା…

ଶାକାହାର ସିଦ୍ଧାନ୍ତ

ବୌଦ୍ଧଧର୍ମ ଏବଂ ଜୈନଧର୍ମ ଓଡ଼ିଶାର ପ୍ରମୁଖ ଧର୍ମ ଥିଲାବେଳେ ଶାକାହାର ବା ସାଦା ଖାଇବା ପରମ୍ପରା ଅଧିକ ଦୃଢ଼ୀଭୂତ ହୋଇଥିଲା। ଜଣେ ଅତ୍ୟଧିକ ଗରିଷ୍ଠ, ମସଲାଯୁକ୍ତ, ଆମିଷ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri