Posted inଜାତୀୟ

ବିପିନ୍‌ ରାଓ୍ବତଙ୍କୁ ଘେରିଲେ ଓଓ୍ବାଇସି-ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୬।୧୨: ସିଏଏ ହିଂସା ନେଇ ଭାରତୀୟ ସେନାମୁଖ୍ୟ ବିପିନ୍‌ ରାଓ୍ବତ ମୁହଁ ଖୋଲିବା ପରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ୍‌ ଓଓ୍ବାଇସି ଏବଂ କଂଗ୍ରେସର ବରିଷ୍ଠ ସଦସ୍ୟ ଦିଗ୍‌ବିଜୟ ସିଂ ତାଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଓଓ୍ବାଇସି ସେନାମୁଖ୍ୟଙ୍କୁ ନିଜ ପଦର ସୀମା ସମ୍ପର୍କରେ ସୂଚିତ କରିବା ସହିତ ତାଙ୍କ ସହିତ ସଂଯୁକ୍ତ ଥିବା ସଂସ୍ଥାର ଅଖଣ୍ଡତା ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଛନ୍ତି। କାର୍ଯ୍ୟାଳୟର ପଦମର୍ଯ୍ୟାଦା ଉଲ୍ଲଂଘନ କରିବା କେବେ ମଧ୍ୟ ଉଚିତ ନୁହେଁ ବୋଲି ଓଓ୍ବାଇସି କହିଛନ୍ତି। ସେହିପରି ଦିଗ୍‌ ବିଜୟ ସିଂ କହିଛନ୍ତି ଯେ, ନରସଂହାରକୁ ପ୍ରୋତ୍ସାହିତ କରୁଥିବା ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ନେତା କୁହାଯାଇ ନ ଥାଏ। ଏଥିରେ ସେନାମୁଖ୍ୟ ନିଶ୍ଚିତ ସହମତ ହେବେ ବୋଲି ଦିଗ୍‌ବିଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri