Posted inଜାତୀୟ

ବିପିନ୍‌ ରାଓ୍ବତ ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍‌ କମିଟି ପକ୍ଷରୁ ତାଙ୍କ ସିଡିଏସ୍‌ ପଦବୀ ଲାଗି ସ୍ବୀକୃତି ମିଳିବା ପରେ ସୋମବାର କେନ୍ଦ୍ର ସରକାର ଏଥିପାଇଁ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ଏସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ସୂଚନା ଦେଇଛନ୍ତି। ସିଡିଏସ୍‌ ପଦବୀରେ ରାଓ୍ବତ ୪ ତାରକାଯୁକ୍ତ ଜେନେରାଲ ଭାବେ ନିଯୁକ୍ତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri