ବିପୁଳ ପରିମାଣର ଗୁଟ୍‌କା ଜବତ:୨ ଭାଇ ଗିରଫ

ପୁରୁଷୋତ୍ତମପୁର,୧୮।୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଗୁରୁବାର ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାପାଶର୍‌ବରେ ଥିବା ଏକ ତେଜରାତି ଦୋକାନ ଉପରେ ଚଢାଉ କରି ବିପୁଳ ପରିମାଣର ଗୁଟକା ଜବତ କରିଛି। ଏହି ଘଟଣାରେ ଦୁଇ ଭାଇ ଲକ୍ଷ୍ମୀ ସାହୁ ଓ ଦିବାକର ସାହୁଙ୍କୁ ଗିରଫ କରାଯାଇଛି। ଦୀର୍ଘଦିନ ହେବ ଦୁଇ ଭାଇ ବେଆଇନ ଭାବେ ଏହି କାରବାର କରୁଥିବା ପୋଲିସ କହିଛି। ଏ ନେଇ ଥାନା କେସ ନଂ. ୧୭୯ /୨୦ ମାମଲା ରୁଜୁ କରାଯାଇଥିବା ପୁରୁଷୋତ୍ତମପୁର ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri