ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ ଥର ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟରେ ସରକାର ଗଢ଼ିବ। ବିଜେଡି ବିପୁଳ ବିଜୟ ଆଡ଼କୁ ଅଗ୍ରସର ହେଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ପୁଣିଥରେ ବିଜୟ ପାଇଁ ନବୀନ ବାବୁଙ୍କୁ ଅଭିନନ୍ଦନ। ଆଗାମୀ ଶାସନ କାଳ ପାଇଁ ତାଙ୍କୁ ଅଜସ୍ର ଶୁଭେଚ୍ଛା ବୋଲି ମୋଦି ନିଜ ଟୁଇଟର୍‌ରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri