Posted inଜାତୀୟ

ବିଫଳତା ଲୁଚାଇବାକୁ ୧୪୪ ଧାରା ଜାରି କରିଛନ୍ତି ଯୋଗୀ ସରକାର: ମାୟାବତୀ

ଲକ୍ଷ୍ନୌ,୨୦।୭: ଉତ୍ତର ପ୍ରଦେଶର ସୋନଭଦ୍ରାରେ ଜମି ବିବାଦକୁ ନେଇ ମୃତ୍ୟୁ ହୋଇଥିବା ଆଦିବାସୀଙ୍କ ଘଟଣାକୁ ନେଇ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମାୟାବତୀ କହିଛନ୍ତି ଏହି ଘଟଣାରୁ ସ୍ପଷ୍ଟ ହେଉଛି ଯେ ଯୋଗୀ ସରକାର ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ଷେତ୍ରରେ ସମ୍ପୂର୍ଣ୍ଣ ଫେଲ୍‌ ମାରିଛନ୍ତି। ସୋନଭଦ୍ରାର ଏହି ନରସଂହାର ପାଇଁ ମାୟାବତୀ ଭାଜପାର ଯୋଗୀ ସରକାରଙ୍କୁ ସମ୍ପୁର୍ଣ୍ଣ ଦାୟୀ କରିଛନ୍ତି। ସେ ଆହୁରି ମଧ୍ୟ କରିଛନ୍ତି ଉତ୍ତର ପ୍ରଦେଶ ସରକାର ତାଙ୍କ ବିଫଳତାକୁ ଲୁଚାଇବାକୁ ଯାଇ ୧୪୪ ଧାରା ଜାରି କରିଛନ୍ତି। ଏହାସହ ମାୟାବତୀ କହିଛନ୍ତି ସୋନଭଦ୍ରା ଘଟଣା ପାଇଁ ଉଭୟ ଭାଜପା ଓ କଂଗେସ ଦାୟୀ। ସୂଚନାଯୋଗ୍ୟ, ଶୁକ୍ରବାର କଂଗ୍ରେସ ମହାସଚିବ ସୋନଭଦ୍ର ପୀଡିତଙ୍କ ପରିବାରକୁ ଭେଟିବାକୁ ଯାଇଥିବା ବେଳେ ତାଙ୍କୁ ଅନୁମତି ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri