Posted inଖେଳ

ବିବାହରେ ଭାରତୀୟ କ୍ରିକେଟରଙ୍କୁୁ ଆମନ୍ତ୍ରଣ କରିବେ ହସନ ଅଲି

କରାଚୀ,୫।୮(ପି.ଟି.)- ପାକିସ୍ତାନ ପେସର ହସନ ଅଲି ସେପ୍ଟେମ୍ବର ୨୦ରେ ଭାରତୀୟ ନାଗରିକ ସମିଆ ଆର୍ଜୁଙ୍କୁ ଦୁବାଇଠାରେ ବିବାହ କରିବେ। ତାଙ୍କ ବିବାହ ଉତ୍ସବକୁ ଭାରତୀୟ କ୍ରିକେଟରଙ୍କୁ ଆମନ୍ତ୍ରଣ କରିବେ ବୋଲି ସେ କହିଛନ୍ତି। କିନ୍ତୁ କେଉଁ ଭାରତୀୟ କ୍ରିକେଟରଙ୍କୁ ଆମନ୍ତ୍ରଣ କରିବେ, ତାହା ଅଲି ସ୍ପଷ୍ଟ କରିଛନ୍ତି। ମୁଁ ଟିମ୍‌ ଇଣ୍ଡିଆ ଓ କ୍ରିକେଟରମାନଙ୍କୁ ମୋ ବିବାହ ଉତ୍ସବକୁ ଡକାଇବି। ସବୁ କିଛି ପରେ ମଧ୍ୟ, ଆମେ ପେସାଦାର କ୍ରିକେଟର। ଯଦି କିଛି ଭାରତୀୟ ଖେଳାଳି ବାହାଘରରେ ଆସିଲେ, ମୁଁ ଖୁସି ହେବି ବୋଲି ହସନ ପାକିସ୍ତାନ ଖବରକାଗଜ ଉର୍ଦୁ ଏକ୍ସପ୍ରେସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri