ବିବାହିତା ମହିଳାଙ୍କୁ ବଳାତ୍କାର: ଜଣେ ଗିରଫ

ଲୋଇସିଂହା,୯।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର ହୋଇଥିବା ରବିବାର ପୀଡ଼ିତା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇ ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି। ସେ ହେଲେ ସ୍ବରୂପ ଭୋଇ। ଏ ନେଇ ସୋମବାର ସ୍ବରୂପଙ୍କ ଡାକ୍ତରୀମାଇନା ମଧ୍ୟ କରାଯାଇଛି।
ସୂଚନାଯୋଗ୍ୟ, ମହିଳା ଜଣଙ୍କ ଗତ ୨୯ ତାରିଖରେ ଅପରାହ୍ନରେ ଶୌଚ ପାଇଁ ଯାଇଥିବା ବେଳେ ଏକାଦେଖି ସ୍ବରୂପ ତାଙ୍କୁ ବଳାତ୍କାର କରିଥିଲେ। ଏହା ସହ ମହିଳାଙ୍କୁ ଧମକ ଦେବାରୁ ସେ ଏ ସମ୍ପର୍କରେ କାହାରିକୁ ଜଣାଇ ନ ଥିଲେ। ମାତ୍ର ରବିବାର ସମ୍ପୃକ୍ତ ଯୁବକ ଜଣକ ମହିଳାଙ୍କ ଘରକୁ ଗାଳିଗୁଲଜ କରିଥିଲେ। ପରେ ମହିଳା ଜଣକ ପରିବାର ଲୋକଙ୍କୁ ବଳାତ୍କାର ସମ୍ପର୍କରେ ଜଣାଇବା ସହ ସ୍ବରୂପଙ୍କ ନାଁରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri