Posted inଜାତୀୟ

ବିବାହିତ ପ୍ରେମିକାଙ୍କୁ ଧରି ପ୍ରେମିକ ଫେରାର, ପଞ୍ଚାୟତରେ ୭୧ ମେଣ୍ଢା ଜରିମାନା

ଲକ୍ଷ୍ନୌ, ୧୮।୮: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ବିବାହିତ ପ୍ରେମିକାଙ୍କୁ ଧରି ଫେରାର ହୋଇଯାଇଛନ୍ତି। ଫଳସ୍ବରୂପ ତାଙ୍କୁ ଗାଁ ପଞ୍ଚାୟତ ୭୧ଟି ମେଣ୍ଢା ଜରିମାନା କରିଛନ୍ତି। ଯୁବକ ଜଣକ ବିବାହିତ ପ୍ରେମିକାଙ୍କ ସ୍ବାମୀଙ୍କୁ ୭୧ଟି ମେଣ୍ଢା ଜରିମାନା ଦେବେ ବୋଲି ପଞ୍ଚାୟତ ତରଫରୁ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ,ମହିଳା ଜଣକ ନିଜ ପ୍ରେମିକଙ୍କ ସହ ଫେରାର୍‌ ହେବା ପରେ ତାଙ୍କ ସ୍ବାମୀ ଗ୍ରମ ପଞ୍ଚାୟତର ଦ୍ୱାରସ୍ଥ ହୋଇଥିଲେ। ସେ ଆଉ ସ୍ବାମୀଙ୍କ ପାଖକୁ ଫେରିବାକୁ ଚାହୁଁନାହାନ୍ତି ବୋଲି କହିବା ପରେ ତାଙ୍କ ପ୍ରେମିକାଙ୍କ ଉପରେ ଜରିମାନା ଲଗାଇଛି ପଞ୍ଚାୟତ।


Enter your email to get our daily news in your inbox.

All Right Reserved By Dharitri.Com

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri