Posted inଜାତୀୟ

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା ୬ ଶହ ଅତିଥି ନେତ୍ରଦାନ ପାଇଁ ଶପଥ ନେଇଛନ୍ତି। ସ୍ଥାନୀୟ ସେକ୍ଟର-୭ ବାସିନ୍ଦା ସଞ୍ଜୟ ପାଣ୍ଡେ ନିଜ ଛୋଟ ଝିଅ ଶ୍ରଦ୍ଧାର ବିବାହ ଉତ୍ସବରେ ଏଭଳି କରିଛନ୍ତି। ଶ୍ରଦ୍ଧାଙ୍କ ବିବାହ ଗୌରବ ପାଣ୍ଡେଙ୍କ ସହିତ ହୋଇଛି। ବିବାହ ରେ କୌଣସି ପ୍ଲାଷ୍ଟିକ୍‌ ସାମଗ୍ରୀର ବ୍ୟବହାର କରାଯାଇ ନାହିଁ। ଏହି ବିବାହ ଉତ୍ସବ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri