ବିବାହ ଉପରେ ଭରସା ନାହିଁ: ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ବିବାହକୁ ନେଇ ସବୁବେଳେ କିଛି ନା କିଛି ଖବର ଆସୁଛି ସାମ୍ନାକୁ। ନିକଟରେ ‘ଭାରତ’ ଫିଲ୍ମର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିବା ସଲମାନ ପୁଣି ଥରେ ତାଙ୍କ ବିବାହକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ସବୁବେଳେ ଗଣମାଧ୍ୟମ ପ୍ରିତିନିଧିଙ୍କ ସେହି ଗୋଟିଏ ପ୍ରଶ୍ନ କେବେ ବାହା ହେଉଛନ୍ତି ସଲମାନ। ଏବେ କିନ୍ତୁ ଏହାର ଉତ୍ତର ଦେବାକୁ ଯାଇ ସଲମାନ କହିଛନ୍ତି ବିବାହ ଉପରେ ତାଙ୍କର ଭରସା ନାହିଁ। ବିବାହ ଏମିତି ଏକ ପରମ୍ପରା ଯାହା ଦିନକୁ ଦିନ କମିବାରେ ଲାଗିଛି। ଏହାକୁ ନେଇ ଏବେ ଆଉ ପ୍ରତିଯୋଗୀତା ନାହିଁ। ତେବେ ସଲମାନ କେବେ ବାପା ହେଉଛନ୍ତି ବୋଲି ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି ଏହା ସମୟ କହିବ। କାରଣ କିଛିଦିନ ପୂର୍ବେ ବିବାହ ନ କରି ସଲମାନ ବାପା ହେବେ ବୋଲି ଇଚ୍ଛା ପ୍ରକାଶ କରିଥିଲେ। ତେଣୁ ସେ କେବେ ସିଙ୍ଗିଲ୍‌ ଫାଦର ହେଉଛନ୍ତି ତାହା ମଧ୍ୟ ତାଙ୍କ ପର୍ସନାଲ ଲାଇଫକୁ ନେଇ ଏକ ରୋଚକ ପ୍ରଶ୍ନ କହିଲେ କିଛି ଭୁଲ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri