ବିବାହ କଲେ ମୋନା

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଛନ୍ତି ବଲିଉଡ୍‌ ଆକ୍ଟ୍ରେସ୍‌ ମୋନା ସିଂ। ସେ ତାଙ୍କ ପୁରୁଷ ବନ୍ଧୁ ତଥା ସାଉଥ୍‌ ଇଣ୍ଡିଆର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ଶୁକ୍ରବାର ବିବାହ କରିଛନ୍ତି। ଏବେ ବିବାହ ବେଳର ପ୍ରଥମ ଫଟୋ ସାମ୍ନାକୁ ଆସିବା ପରେ ତାଙ୍କ ପ୍ରଶଂସକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ବୋହୂ ବେଶରେ ଖୁବ୍‌ ସୁନ୍ଦର ଲାଗୁଛନ୍ତି ମୋନା। ଲାଲ ରଙ୍ଗର ଲେହେଙ୍ଗା ସାଙ୍ଗକୁ ହେଭି ଜୁଏଲରୀ ମୋନାଙ୍କୁ ଖୁବ୍‌ ମାନୁଛି। ଗୁରୁବାର ମୋନାଙ୍କ ପ୍ରିଓ୍ବେଡିଂ ଫେଷ୍ଟିଭ ସରିଥିବା ବେଳେ ତାଙ୍କର ହଳଦୀ ଓ ମେହେନ୍ଦୀର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ଦର୍ଶକେ ବେଶ୍‌ ପସନ୍ଦ ମଧ୍ୟ କରିଥିଲେ। ଅଳ୍ପ କେତେଜଣ ଅତିଥିଙ୍କ ଗହଣରେ ଏହି ବିବାହ ସମ୍ପନ୍ନ ହୋଇଛି। ଟେଲିଭିଜନ ସିରିଏଲରେ ଖୁବ୍‌ ନାଁ କରିଥିବା ମୋନା ବିବାହ ପୂର୍ବରୁ ଟେଲିଭିଜନ କଳାକାର କରଣ ଓବରୟ ଓ କମାଣ୍ଡୋ ଆକ୍ଟର ବିଦ୍ୟୁତ ଜାନଓ୍ବାଲାଙ୍କ ସହ ରିଲେସନ୍‌ଶିପରେ ଥିଲେ ବୋଲି କୁହାଯାଏ। ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ଆଗାମୀ ଫିଲ୍ମ ‘ଲାଲ ସିଂ ଚଡ୍ଡା’ରେ ମୋନା ନଜର ଆସିବେ। ବିବାହ ପୂର୍ବରୁ ସେ ଏହାର ଶୁଟିଂ ସାରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri