ବିବାହ କାର୍ଯ୍ୟରୁ ଫେରୁଥିବା କାର୍‌ ଦୁର୍ଘଟଣାଗସ୍ତ

ପାପଡାହାଣ୍ଡି,୧।୫(ଡି.ଏନ୍‌.ଏ.): ବିବାହ କାର୍ଯ୍ୟରେ ଯୋଗ ଦେଇ ଫେରୁଥିବା ଏକ କାର୍‌ ନବରଙ୍ଗପୁର ଜଲା ପାପଡାହାଣ୍ଡି ବ୍ଲକ  ତୁମ୍ବର୍ଲା ଫାଣ୍ଡି ନିକଟରେ ବୁଧବାର ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ଡ୍ରାଇଭର ବିଦ୍ୟା ହରିଜନ ଗୁରୁତର ହୋଇଛନ୍ତି। ତାଙ୍କୁ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରକାଶ ଯେ, ବିଦ୍ୟା ଧନଶୂଲିରରୁ  ଏକ ବିବାହ କାର୍ଯ୍ୟରେ ଯୋଗଦେଇ (ଓଡି-୦୭ଓ୍ବାଇ-୬୮୭୮) ନମ୍ବର ବିଶିଷ୍ଟ ଗାଡ଼ିରେ ଫେରୁଥିଲେ। ହଠାତ୍‌ କୌଣସି କାରଣରୁ ତୁମ୍ବର୍ଲା ଫାଣ୍ଡି ନିକଟରେ ଗାଡିଟି ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri