Posted inଖେଳ

ବିବାହ ତାରିଖ ଘୋଷଣା କଲେ ହସନ ଅଲି

କରାଚୀ, ୨ା୮ (ପି.ଟି.)-ପାକିସ୍ତାନ ପେସ୍‌ ବୋଲର ହସନ ଅଲିଙ୍କ ଜଣେ ଭାରତୀୟଙ୍କୁ ବିବାହ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା, ତାହାର ଅବସାନ ଘଟିଛି। ଅଗଷ୍ଟ ୨୦ରେ ଦୁବାଇରେ ଶାମିଆ ଆର୍‌ଜୁଙ୍କ ସହିତ ତାଙ୍କର ବିବାହ ସମ୍ପନ୍ନ ହେବ ବୋଲି ହସନ ଶୁକ୍ରବାର ଘୋଷଣା କରିଛନ୍ତି। ଦୁବାଇରେ ଅବସ୍ଥାନ କରୁଥିବା ଶାମିଆ ଏମିରେଟ୍ସ ଏୟାରଲାଇନ୍ସରେ ଜଣେ ଇଂଜିନିୟର ଭାବେ କାର୍ଯ୍ୟରତ। ତାଙ୍କ ପରିବାରବର୍ଗ କିନ୍ତୁ ଦିଲ୍ଲୀ ସ୍ଥାୟୀ ଭାବେ ବସବାସ କରୁଛନ୍ତି। ହସନ ତାଙ୍କ ନିଜ ସହର ଗୁଜରାନଓ୍ବାଲାଠାରେ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ବିବାହ ତାରିଖ ସ୍ପଷ୍ଟ କରିଥିଲେ। ବିବାହ ଉତ୍ସବ ବଡ଼ ଆକାରରେ ନ କରିବା ଲାଗି ଉଭୟ ପରିବାର ସ୍ଥଇର କରିଛନ୍ତି। ବିବାହ ପରେ ଶାମିଆ ଗୁଜରାନଓ୍ବାଲାରେ ବାସ କରିବେ। ସୂଚନାଯୋଗ୍ୟ, ଶାମିଆ ମାନବ ରଚନା ୟୁନିଭର୍ସିଟିରୁ ଏରୋନଟିକ୍ସରେ ଡିଗ୍ରୀ ହାସଲ କରିଛନ୍ତି। ସେ ଆହୁରି ମଧ୍ୟ ଇଂଲଣ୍ଡରେ ପାଠ ପଢିଛନ୍ତି। ହସନ କହିଛନ୍ତି ବିହାଦ ଦିନ ସେ କଳା ଓ ଲାଲ୍‌ ରଙ୍ଗର ଶେରଓ୍ବାନୀ ପରିଧାନ କରିବେ। ଶାମିଆ ଇଣ୍ଡିଆନ ଷ୍ଟାଇଲ୍‌ ପୋଷାକ ପରିଧାନ କରିବେ। ହସନ କହିଛନ୍ତି, ବର୍ଷକ ପୂର୍ବେ ଦୁବାଇଠାରେ ଶାମିଆଙ୍କ ସହିତ ତାଙ୍କର ପ୍ରଥମ ଭେଟ ହୋଇଥିଲା। ଉଭୟଙ୍କ ମଧ୍ୟରେ କ୍ରମେ ବନ୍ଧୁତା ବୃଦ୍ଧି ପାଇଥିଲା। ଶେଷରେ ଆମେ ବିବାହ କରିବାକୁ ଯାଉଛୁ। ଭାରତୀୟ କନ୍ୟାକୁ ବିବାହ କରିବାରେ ଜାହିର ଆବାସ, ମୋହସିନ ଖାଁ ଓ ଶୋଏବ ମଲିକଙ୍କ ପରେ ହସନ ହେଉଛନ୍ତି ଚତୁର୍ଥ ପାକିସ୍ତାନୀ କ୍ରିକେଟର। ମଲିକ ୨୦୧୦ରେ ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକ ପୁତ୍ର ସନ୍ତାନ ରହିଛି। ଭାରତୀୟ ମହିଳାଙ୍କୁ ବିବାହ କରିବାରେ ଜାହିର ଆବାସ ହେଉଛନ୍ତି ପାକିସ୍ତାନୀ


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri