ବିବାହ ପରେ ଗ୍ଲାମର ଦୁନିଆ ଛାଡ଼ିଥିଲେ ଏହି ଅଭିନେତ୍ରୀ

୫୦-୬୦ ଦଶକରେ ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିବା ଅଭିନେତ୍ରୀ ବିବାହ ପରେ ଗ୍ଲାମର ଦୁନିଆ ଛାଡ଼ି ଦେଇଥିଲେ। ସେ ଆଉ ନାହାନ୍ତି ସତ, ମାତ୍ର ଆଜି ଅର୍ଥାତ୍‌ ବୁଧବାର ତାଙ୍କ ଜନ୍ମଦିନ ଉପଲକ୍ଷେ ତାଙ୍କୁ ହଜାର ହଜାର ଦର୍ଶକ ଝୁରି ହେଉଛନ୍ତି।

ସେ ଆଉ କେହି ନୁହନ୍ତି, ଫିଲ୍ମ ‘ଆର୍‌ ପାର’ର ଗୀତ ବାବୁଜୀ ଜରା ଧୀରେ ଚଲୋରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିବା ଅଭିନେତ୍ରୀ ଶକିଲା। ତାଙ୍କ ଘର ଆଫଗାନିସ୍ତାନ। ସେ ଇରାନ୍‌ରେ ବଢ଼ିଥିଲେ। ପରେ ତାଙ୍କର ପିଉସୀଙ୍କ ପ୍ରେରଣାରେ ଫିଲ୍ମ ଦୁନିଆକୁ ଆସିଥିଲେ। ୧୯୫୦ରେ ପ୍ରଦର୍ଶିତ ଫିଲ୍ମ ‘ଦାସ୍ତାନ୍‌’ ଜରିଆରେ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ୧୯୫୩ ମସିହାରେ ‘ମଦ୍‌ମସ୍ତ’ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିଲେ। କହିରଖୁଛୁ ଫିଲ୍ମ ‘ଆଲି ବାବା ଚାଲିଶ ଚୋର’ ପରେ ତାଙ୍କ ନିକଟକୁ ଅଫର ପରେ ଅଫର ଛୁଟିଥିଲା। ୧୪ ବର୍ଷ ବୟସରୁ ଅଭିନୟ ଜଗତରେ ପାଦ ଥାପିଥିବା ଶକିଲା ୭୨ଟି ଫିଲ୍ମରେ ଅଭିନୟ କରିଛନ୍ତି। ୧୯୬୩ରେ ବିବାହ ପରେ ସ୍ବାମୀଙ୍କ ସହ ଯୁକ୍ତରାଷ୍ଟ୍ର ଆମେରିକା ଚାଲିଗଲେ। ତେବେ ୨୦୧୭ ସେପ୍ଟେମ୍ବର ୨୦ରେ ତାଙ୍କର ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri