ଫିରିଙ୍ଗିଆ,୨୯ା୨: ବିବାହ ପାଇଁ ବରଘରେ ଥିବା ଜଣେ ନାବାଳିକାଙ୍କୁ ପୋଲିସ, ଚାଇଲ୍ଡ ଲାଇନ ଓ ଫିରିଙ୍ଗିଆ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ତାଙ୍କୁ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇଥିଲା। ଅଧ୍ୟକ୍ଷ ଅଶୋକ ବେହେରା ବାଲିଗୁଡ଼ା ସ୍ଥିତ ବନବାସୀ ସେବା ସମିତି ଶିଶୁ ଯତ୍ନ ଗୃହରେ ଅସ୍ଥାୟୀ ଭାବେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଳାପଡ଼ା ପଞ୍ଚାୟତର ଜଣେ ଯୁବକଙ୍କ ଘରେ ଖଜୁରିପଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପାଇଁ ଆଣି ପରିବାର ସହମତିରେ ରଖାଯାଇଥିଲା। ଏନେଇ ଚାଇଲ୍ଡ ଲାଇନ ହେଲ୍ପ ନମ୍ବରକୁ ଖବର ମିଳିବା ପରେ ଫିରିଙ୍ଗିଆ ସିଡିପିଓ ମଞ୍ଜୁଳା ପ୍ରଧାନଙ୍କ ନେତୃତ୍ୱରେ କାଉନ୍ସେଲର ସୁପ୍ରଭା ନାୟକ ଓ ସଭ୍ୟ ଅନୁପ କୁମାର ସାହୁ ଓ ଫିରିଙ୍ଗିଆ ପୋଲିସ ପହଞ୍ଚି ଉଦ୍ଧାର କରିଥିଲେ।
ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...
ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ…
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା
ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...
ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ
ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...
ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ
ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...
ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା
ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...
ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…
ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...
Archives


