ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଅଭିଯୁକ୍ତ ଗିରଫ

ରୂପ୍‌ସା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ଦୂର ସମ୍ପର୍କୀୟ ବିବାହର ପ୍ରତିଶ୍ରୁତିି ଦେଇ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏ ସଂକ୍ରାନ୍ତରେ ବୁଧବାର ଏକ ମାମଲା (ନଂ. ୩୭/୧୯) ରୁଜୁ କରି ଅଭିଯୁକ୍ତ ମକରୀ ଦେହୁରୀଙ୍କୁ ମୟୂରଭଞ୍ଜ ଜିଲାର ବଡଗୁମା ଛକରୁ କାବୁ କରି ଥାନକୁ ଆଣିଛି। ଉଭୟ ପୀଡିତା ଓ ଅଭିଯୁକ୍ତଙ୍କୁ ପୋଲିସ ପଚରାଉଚୁରା ଜାରି ରଖିଛି । ପ୍ରତାରଣାର ଶିକାର ହୋଇଥିବା ନାବାଳିକା ଗର୍ଭବତୀ ଥିବା ପୋଲିସ ସୂଚନା ଦେଇଛି। ପ୍ରଥମେ ଗ୍ରାମବାସୀ ଓ ଭଦ୍ରବ୍ୟକ୍ତିଙ୍କ ଉପସ୍ଥିତିରେ ଘଟଣାର ସମାଧାନ ପାଇଁ ବୈଠକ କରି କଣସି ସୁଫଳ ନ ମିଳିବାରୁ ନାବାଳିକାଙ୍କ ପରିବାର ଥାନାର ଦ୍ୱାରସ୍ଥ ହୋଇଥିଲେ। ଉଭୟଙ୍କୁ ଡାକ୍ତରୀମାଇନା କରାଇବା ସହ କୋର୍ଟରେ ବୟାନ ରେକର୍ଡ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଥାନାଧିକାରୀ ସୁଚନ୍ଦ୍ର ମହାଳିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri