ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଏସ୍‌ଆଇ ନିଲମ୍ବିତ

ପାରଳାଖେମୁଣ୍ଡି, ୧୩ା୫(ସ୍ବ.ପ୍ର.) : ଜଣେ ଯୁବତୀଙ୍କୁ ଗଜପତି ଜିଲା ଆର.ଉଦୟଗିରି ଥାନା ଏସଆଇ ରମେଶ ଜେନା ପ୍ରତାରିତ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଗଜପତି ଏସପି ସାରା ଶର୍ମା କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଏସଆଇ ପୁରୀର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ଗଜପତି ଜିଲାକୁ ତାଙ୍କୁ ମହେନ୍ଦ୍ରଗଡସ୍ଥିତ ବୁଡୁ ଇଣ୍ଟରନ୍ୟାଶନାଲ ହୋଟେଲରେ ରଖି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ବିଭିନ୍ନ ସମୟରେ ସମ୍ପୃକ୍ତ ଏସଆଇ ଜେନା ଯୁବତୀଙ୍କଠାରୁ ଅର୍ଥ ଆଦାୟ କରୁଥିଲେ। ଏନେଇ ପ୍ରତାରିତ ଯୁବତୀ ପ୍ରଥମେ ପୁରୀ ସଦର ଥାନାରେ ଏତଲା ଦେଇଥିଲେ। ପରେ ଗଜପତି ଏସପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାର ତଦନ୍ତ କରି ଏସପି ସାରା ଶର୍ମା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri