ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର ବିନୋଦ କୁମାର ବେହେରାଙ୍କୁ ଶନିବାର ପୋଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା ପରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri