Posted inଫୁରସତ

ବିବାହ ବନ୍ଧନରେ ବାନ୍ଧିହେଲେ ଘୋଡ଼ା-ଘୋଡ଼ୀ, ଫଟୋ ଭାଇରାଲ

ବେଙ୍ଗାଲୁରୁ: କର୍ନାଟକ ରାଜଧାନୀ ବେଙ୍ଗାଲୁରୁର କୁବନ ପାର୍କରେ ଏକ ଘୋଡ଼ା(ରାଜା) ଏବଂ ଘୋଡ଼ୀ(ରାଣୀ)ର ବିବାହ ଭାଲେଣ୍ଟାଇନ୍ସ ଡେ’ରେ ସମ୍ପନ୍ନ ହୋଇଛି। ଏହି ବିବାହ ପାରମ୍ପରିକ ରୀତିନୀତିରେ ହୋଇଥିଲା। ଘୋଡ଼ା ଧୋତି ଏବଂ ଶାର୍ଟ ପିନ୍ଧିଥିବା ବେଳେ ଘୋଡ଼ୀ ଶାଢ଼ି ସହିତ ମଙ୍ଗଳସୂତ୍ର ମଧ୍ୟ ପିନ୍ଧିଥିଲା।
ଏହି ବିବାହ ପାଇଁ କେନ୍ଦ୍ର ସରକାର ୧ ଲକ୍ଷ ଏବଂ ରାଜ୍ୟ ସରକାର ୫୦ ହଜାର ଟଙ୍କା ଦେବାକୁ ଆଗ୍ରହ ପ୍ରକାଶ କରିଥିଲେ। ଏହି ଟଙ୍କାରେ ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିଙ୍କୁ ମିଷ୍ଟାନ୍ନ ଖାଇବାକୁ ଦିଆଯାଇଥିଲା। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

ପରେ ଲୋକେ ବେଶ୍‌ ମଜାଳିଆ କମେଣ୍ଟ ସବୁ ଦେଇଛନ୍ତି। କିଛି ୟୁଜର କହିଛନ୍ତି, ବ୍ୟାଚଲର ଥାଇ ଘୋଡ଼ା ଭଲରେ ଥିଲା। ବିଚରା! ଆଉ କିଛି ୟୁଜର ବିବାହ ନେଇ ଶୁଭକାମନା ଜଣାଇଛନ୍ତି। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, କାହିଁକି ତାଙ୍କ ଜୀବନକୁ ନଷ୍ଟ କଲ? ବିବାହ କରି କିଏବା ଖୁସିରେ ଅଛି! ଏପରି ଅନେକ କୌତୂହଳପୂର୍ଣ୍ଣ କମେଣ୍ଟ ସବୁ ଦେଇଛନ୍ତି ୟୁଜର।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ

ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri