ବିବାହ ଭୋଜ ଖାଇ ଫେରୁଥିଲେ, ଚାଲିଗଲା ୩ ଯୁବକଙ୍କ ଜୀବନ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ବିବାହ ଉତ୍ସବରେ ମଉଜମସ୍ତି କରି ଭୋଜି ଖାଇ ନିଜ ଘରକୁ ଫେରିବା ସମୟରେ ଦୁର୍ଘଟଣା ଘଟି ୩ ଯୁବକଙ୍କ ଜୀବନ ଚାଲିଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଫପ୍‌ସି ରାସ୍ତାରେ। ବୁଧବାର ରାତିରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ପ୍ରଥମେ ମ.ରାମପୁର ଡାକ୍ତରଖାନା ଓ ପରେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ରାନୀପଟ୍ଟା ଗ୍ରାମର ପ୍ରସନ୍ନ ମାଝୀ, ମ.ରାମପୁରର ସନ୍ତୋଷ ଡାକୁଆ ଏବଂ ସାଲେପଡ଼ାର ଆକାଶ ମାଝୀ। ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri