Posted inରାଜ୍ୟ

ବିଭାଗୀୟ ଆଲୋଚନା ବେଳେ ଗୃହରେ ଉପସ୍ଥିତ ରହିବେ ଅଫିସର

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ବିଧାନସଭାରେ ରାଜ୍ୟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥାଏ। ହେଲେ ବିଭିନ୍ନ ବିଭାଗ ସମ୍ବନ୍ଧରେ ଆଲୋଚନା ହେଉଥିବା ସମୟରେ ସମ୍ପୃକ୍ତ ବିଭାଗର ଅଫିସର ରହୁ ନ ଥିବା କଂଗ୍ରେସ ଦଳ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦୃଷ୍ଟିଆକର୍ଷଣ କରିଥିଲେ। ସେହିଭଳି ବିଭିନ୍ନ ବିଭାଗ ସମ୍ବନ୍ଧୀୟ ଆଲୋଚନା ଚାଲିଥିବା ସମୟରେ ସମ୍ପୃକ୍ତ ଅଫିସରମାନେ ଉପସ୍ଥିତ ରହିବେ ବୋଲି ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri