ବିଭାଗୀୟ ଉପଦେଷ୍ଟାଙ୍କୁ ମିଳିଲା ପାହ୍ୟା: ୬ଙ୍କୁ ରାଷ୍ଟ୍ରମନ୍ତ୍ରୀ, ୪ଙ୍କୁ ପ୍ରମୁଖ ସଚିବ, ଜଣେ ହେଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୬।୯(ବ୍ୟୁରୋ): ନବ ନିଯୁକ୍ତ ବିଭିନ୍ନ ବିଭାଗୀୟ ଉପଦେଷ୍ଟାଙ୍କୁ ଶୁକ୍ରବାର ବିଭିନ୍ନ ପାହ୍ୟା ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଥିବା ବେଳେ ୪ଜଣଙ୍କୁ ପ୍ରମୁଖ ସଚିବ ଓ ଜଣଙ୍କୁ ମୁଖ୍ୟ ସଚିବ ପାହ୍ୟା ପ୍ରଦାନ କରାଯାଇଛି। ଲୋପାମୁଦ୍ରା ବକ୍ସିପାତ୍ର, ମୁନ୍ନା ଖାଁ, ସୁଧୀର ଦାସ, ଅନୁଭବ ପଟ୍ଟନାୟକ, କୃତିବାସ ପାତ୍ର, ରାମଚନ୍ଦ୍ର ପଣ୍ଡାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଥିବା ବେଳେ ଉତ୍କଳ ପରିଡ଼ା, ସୁଲତା ଦେଓ, ଜନ୍ମେଜୟ ଲେଙ୍କା, ଦେବାଶିଷ ମଲ୍ଲିକଙ୍କୁ ପ୍ରମୁଖ ସଚିବ ପାହ୍ୟା ଏବଂ ସୁଜିତ କୁମାରଙ୍କୁ ମୁଖ୍ୟ ସଚିବ ପାହ୍ୟା ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ୱାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

‘ମୋ ପାଇଁ ସରପ୍ରାଇଜ୍‌’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର

ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।…

ଦିଲୀପଙ୍କୁ ବାଛିବା ପଛରେ ଭାଜପାର ଭିତିରି ପ୍ଲାନ, ୪ର୍ଥ ସିଟ୍‌ରେ ବଡ଼ ଗେମ୍‌!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ୱାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri