ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ ଉଦ୍‌ଘାଟକ ଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା, ଉପାଧ୍ୟକ୍ଷା ବବିତା ରାଉଳ, ବିଡିଓ ସତ୍ୟସୁନ୍ଦର ରାଉତ, ବ୍ଲକ ବିଜେଡି ସଭାପତି ଦିଗାମ୍ବର ପାଣିଗ୍ରାହୀ,ଜିଲା ବିଜେଡି ଉପସଭାପତି ଗୌରୀଶଙ୍କର ରାଉଳ, କାହ୍ନୁଚରଣ ନାୟକ,ସୁଦର୍ଶନ ନାୟକ ପ୍ରମୁଖ ଯୋଗଦେଇ ପ୍ରାୟ ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ବିଭିନ୍ନ ସ୍ଥାନରେ ନିର୍ମିତ ୪ଟି କୋଠଘର ଉଦ୍‌ଘାଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri