ବିଭିନ୍ନ ଚୋରିରେ ସମ୍ପୃକ୍ତ ଯୁବକ ଗିରଫ

ଖଇରା, ୧୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରର ଏକ ମୋବାଇଲ ଦୋକାନ ସମେତ ଅନ୍ୟାନ୍ୟ ସ୍ଥାନରୁ ସାଇକେଲ ତଥା ଅନ୍ୟାନ୍ୟ ଆସବାବପତ୍ର ଚୋରିରେ ସମ୍ପୃକ୍ତ ଯୁବକଙ୍କୁ ଖଇରା ପୋଲିସ ଶନିବାର କୁପାରୀ ଅଞ୍ଚଳରୁ ଗିରଫ କରିଛି। ତାଙ୍କ ଘର ସିମୁଳିଆ ଥାନା ଅଧୀନ ଆନନ୍ଦପୁର ଗ୍ରାମରେ। ସେ ୧୦ତାରିଖରେ ଖଇରା ବଜାର ଆଳଦା ଛକରେ ଥିବା ସୁକାନ୍ତ ବେହେରାଙ୍କ ମୋବାଇଲ ଦୋକାନରୁ ଏକ ଦାମୀ ମୋବାଇଲ ଚୋରି କରିବା ପରେ ଖଇରା ଥାନା ଏସ୍‌ଆଇ ଅଶ୍ୱିନୀ ବେହେରା ଏକ ମାମଲା(ନଂ.୭୨/୨୦) ରୁଜୁ କରିଥିଲେ। ତାଙ୍କୁ କୁପାରୀରୁ କାବୁ କରାଯାଇଥିଲା। ତାଙ୍କୁ ପଚରାଉଚୁରା ପରେ ଅନ୍ୟାନ୍ୟ ଅଞ୍ଚଳରୁ ସାଇକେଲ ସମେତ ଅନ୍ୟାନ୍ୟ ସାମଗ୍ରୀ ଚୋରି କରିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା…

ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ…

ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ: ସାମିଲ ହେଲେ ବିଧାୟକଙ୍କ ସହ ଏମାନେ…

ଗଞ୍ଜାମ,୧୯।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳିଜଗନ୍ନାଥପୁର ସ୍ଥିତ ପ୍ରଭୁ ଶ୍ରୀ ବାଲି ଲୋକନାଥଙ୍କ ମନ୍ଦିର ପରିସରରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବିଶେଷ…

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

ରାତି ୧୦ଟା ପର୍ଯ୍ୟନ୍ତ ମେଡିକାଲ ଷ୍ଟୋର ଖୋଲା ରଖିବାକୁ ଦାବି: ଡ୍ରଗ ଇନ୍ସପେକ୍ଟରଙ୍କ ଦୃଷ୍ଟି ପଡୁ

ଲାଠୋର, ୧୯।୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରାମରେ ଥିବା ମେଡ଼ିକାଲ ଷ୍ଟୋରଗୁଡ଼ିକ ସନ୍ଧ୍ୟା ୭ଟା ପରେ ବନ୍ଦ ରହୁଛି। ସାଧାରଣ ଲୋକ ମେଡ଼ିସିନ ପାଇଁ…

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…

ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri