ବିଭିନ୍ନ ଦାବିରେ ଜିଲା ଠିକାଦାର ସଂଘର ଦାବିପତ୍ର ପ୍ରଦାନ

ମାଲକାନଗିରି,୧୪।୧୧(ଡି.ଏନ୍‌.ଏ.): ଠିକାଦାରଙ୍କୁ ବାଲି, ମାଟି, ମୁରୁମ, ପଥର ସାମଗ୍ରୀର ଟ୍ରାନ୍‌ଜିଟ ପାସ୍‌, ରସିଦ ଦାଖଲ ନିଷ୍ପତିକୁ ପ୍ରତ୍ୟାହାର ଆଦି ୧୦ ଦଫା ଦାବିନେଇ ଗୁରୁବାର ଜିଲା ଠିକାଦାର ସଂଘ ପକ୍ଷରୁ ମାଲକାନଗିରି ଜିଲାର ବିଭିନ୍ନ ବିଭାଗର ମୁଖ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର ସଭାପତି ପ୍ରଫୁଲ୍ଲ ପଣ୍ଡାଙ୍କ ନେତୃତ୍ୱରେ ପ୍ରାୟ ୩୦ଜଣ ଠିକାଦାର ଗ୍ରାମ୍ୟ ଉନ୍ନୟନ ବିଭାଜନ-୨ର ନିର୍ବାହୀ ଯନ୍ତ୍ରୀ କେ.ବାରା ପ୍ରସାଦ ରାଓ, ଗ୍ରାମ୍ୟ ଉନ୍ନୟନ ବିଭାଜନ-୧, ରାସ୍ତା ଓ ଗୃହ ବିଭାଜନ, ପୌର ପରିଷଦ, ଗ୍ରାମ୍ୟ ଜଳ ଓ ପରିମଳ ମିଶନ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ସର୍ବ ଶିକ୍ଷା ଅଭିଯାନ ସମେତ ବିଭିନ୍ନ ବିଭାଗର ମୁଖ୍ୟଙ୍କୁ ଦାବିପତ୍ର ପ୍ରଦାଦ କରିଛନ୍ତି। ମାଲକାନଗିରି ଜିଲାରେ କେବଳ ପଥର ଖଣି ଥିବା ବେଳେ ମାଟି, ମୁରୁମ ଓ ବାଲି ପାଇଁ କୌଣସି ଖଣି ନ ଥିବାରୁ ରସିଦ ପୈଠ କରିବା ସବୁଠାରୁ କଷ୍ଟକର ବ୍ୟାପାର। ତେଣୁ ପୂର୍ବଭଳି ନିୟମ ଲାଗୁ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri