ବିଭିନ୍ନ ଦାବି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲା ପ୍ରାଥମିକ ଶିକ୍ଷକ ସଂଘ

ଭବାନୀପାଟଣା,୧୩।୨(ଡି.ଏନ୍‌.ଏ.): ପ୍ରାଥମିକ ଶିକ୍ଷକ ସଂଘ ହରିପୁର ରୋଡ୍‌ ୧ ନଂ. ଶାଖା ପକ୍ଷରୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କୁ ବୁଧବାର ଭେଟି ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଥିଲେ। ଶିକ୍ଷକମାନଙ୍କ ଆର୍‌ଏସିପି, ଗ୍ରେଡପେ, ୨୦ ବର୍ଷ ସେବା ପରେ ୨ ହଜାର ୮୦୦ଟଙ୍କା ପରିବର୍ତ୍ତେ ତୁରନ୍ତ ୪ ହଜାର ୨୦୦ ଟଙ୍କା ପ୍ରଦାନ ଆଦି ଦାବି ନେଇ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ମନୋଜ ପାଣିଗ୍ରାହୀ, ସାଧାରଣ ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, ଅମରେନ୍ଦ୍ର ପଟ୍ଟନାୟକ, ଦୀପକ ଦାସ, ଶିବ ଦାସ, ବୀରେନ୍ଦ୍ର କୁମାର ବାଗ, ଜଗଦୀଶ ପାଣି, ପ୍ରେମଚାନ୍ଦ ମାହାପାତ୍ର, ପ୍ରମୋଦ ବିଶି, ଶ୍ରୀନିବାସ ଆଚାରୀ, ସୋମେଶ୍ୱର ମିଶ୍ର, ବିଶିଷ୍ଠ ଭୋଇ, ପୂର୍ଣ୍ଣଶଶି ମହାନ୍ତି, ଶଶିଧର ନାଏକ, ଅଭି ସାହୁ, ଆନନ୍ଦିନୀ ପାତ୍ର, ସଂଯୁକ୍ତ ବେହେରା, ଗୀତା ଶୁକ୍ଳା, ବେଣୁଧର ବିଶ୍ୱାଳ, ମନୋଜ ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri