ଜୟପୁର,୬।୧୨(ଡି.ଏନ୍.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି ଚଢ଼ାଉ ଜୟପୁର ପୌରସଂସ୍ଥା ଏବଂ ପୋଲିସ ପକ୍ଷରୁ କରାଯାଇଛି।
ଜୟପୁର,୬।୧୨(ଡି.ଏନ୍.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି ଚଢ଼ାଉ ଜୟପୁର ପୌରସଂସ୍ଥା ଏବଂ ପୋଲିସ ପକ୍ଷରୁ କରାଯାଇଛି।
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...
ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...
ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
