ଜୟପୁର,୬।୧୨(ଡି.ଏନ୍.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି ଚଢ଼ାଉ ଜୟପୁର ପୌରସଂସ୍ଥା ଏବଂ ପୋଲିସ ପକ୍ଷରୁ କରାଯାଇଛି।
ଜୟପୁର,୬।୧୨(ଡି.ଏନ୍.ଏ.) : କୋରାପୁଟ ଜିଲା ଜୟପୁର ସହରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧ କ୍ୱିଣ୍ଟାଲ ୯୫ କିଲୋଗ୍ରାମ ପଲିଥିନ ସାମଗ୍ରୀ ଜବତ କରାଯାଇଥିବା ବେଳେ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରଯାଇଛି। ଏହି ଚଢ଼ାଉ ଜୟପୁର ପୌରସଂସ୍ଥା ଏବଂ ପୋଲିସ ପକ୍ଷରୁ କରାଯାଇଛି।
ନୂଆଦିଲ୍ଲୀ,୧୬।୧୧:ଟେଷ୍ଟ କ୍ରିକେଟ୍ରେ ନିଜ ବ୍ୟାଟିଂ ଦକ୍ଷତାରେ ଇତିହାସ ରଚିଛନ୍ତି ଜିମ୍ବାୱେର ଦ୍ରୁତ ବୋଲର ବ୍ଲେସିଂ ମୁଜାରାବାନି। ନମ୍ବର-୧୦ରେ ବ୍ୟାଟିଂ କରି ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିବାରେ ସେ…
କର୍ଲାମୁଣ୍ଡା,୧୬।୧୧(ପ୍ରଦୀପ କୁମାର ସାହୁ):କୋଣାର୍କର ଚନ୍ଦ୍ରଭାଗା ବେଳାଭୂମିରେ ଡିସେମ୍ବର ୧ରୁ ୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ମହୋତ୍ସବ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବା ପାଇଁ ପଶ୍ଚିମ ଓଡ଼ିଶାର…
ରିଷିଡ଼ା,୧୬ା୧୧(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ରିଷିଡ଼ାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ପକ୍ଷରୁ ତ୍ରିଦିବସୀୟ ଆଞ୍ଚଳିକସ୍ତରୀୟ କବାଡି ପ୍ରତିଯୋଗିତା…
ଗୁଣପୁର, ୧୬।୧୧ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଓକିଲ ସଂଘର ବରିଷ୍ଠ ଆଇନଜୀବୀ ଦୁର୍ଗା ପ୍ରସାଦ ମଣିପାତ୍ରଙ୍କ ୭୫ ବର୍ଷ ବୟସରେ ଶନିବାର ପରଲୋକ ଘଟିଥିଲା।…
ଦାରିଙ୍ଗବାଡ଼ି, ୧୬।୧୧ (ଅରୁଣ ସାହୁ): ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କନ୍ଧମାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ। ଚଳିତ ବର୍ଷର ଇକୋ ରିଟ୍ରିଟକୁ ରାଜ୍ୟ ପର୍ଯ୍ୟଟନ…
ମୁମ୍ବାଇ:ବଲିଉଡ୍ର ଜଣାଶୁଣା ଅଭିନେତ୍ରୀ ସୋନି ରାଜଦାନ ନିଜ ଦମ୍ଦାର ଅଭିନୟ ପାଇଁ ବେଶ ପରିଚିତ। ଦୀର୍ଘଦିନ ଧରି ଫିଲ୍ମ ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିବା ସୋନି ନିଜ ଚରିତ୍ରକୁ…
କେନ୍ଦୁଝର,୧୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଞ୍ଚଳରେ ଜଣେ ୪୫ ବର୍ଷୀୟା ଜୁଆଙ୍ଗ ଆଦିମ ଜନଜାତି ବିଧବା ମହିଳା ବଳାତ୍କାରର ଶିକାର ହୋଇଥିଲେ। ଗୁରୁତର…
କର୍ଲାମୁଣ୍ଡା,୧୬।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଧରିତ୍ରୀ ଓ ଓରିଶା…