ବିଭିନ୍ନ ରୋଗରୁ ବି ଦୂରେଇ ରଖେ କାନଫୁଲ…

କାନଫୁଲ ସୌନ୍ଦର୍ଯ୍ୟ ବଢାଇବା ସହିତ ଶରୀର ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥାଏ। ଏହାଦ୍ୱାରା ପ୍ରଜନନ ଓ ମାସିକ ଋତୁସ୍ରାବ ସମସ୍ୟାକୁ ଦୂର ହୁଏ। ଆର୍ୟୁବେଦରେ କୁହାଯାଇଛି, ମହିଳାମାନଙ୍କ କର୍ଣ୍ଣବେଧ ଓ କାନରେ ସୁନା ଲଗାଇବା ଫଳରେ ସେମାନଙ୍କର ମାସିକ ଧର୍ମ ଓ ପ୍ରଜନନ କ୍ଷମତା ପ୍ରଭାବିତ ହୋଇଥାଏ। ଏହା ଧୀଶକ୍ତି ବୃଦ୍ଧି ସହ ଆଖି, ଗଳା ଓ ନାଶାକୁ ପ୍ରଭାବିତ କରେ। ଆକ୍ୟୁପ୍ରେସର ଅନୁସାରେ କର୍ଣ୍ଣବେଧ କରାଯାଉଥିବା ସ୍ଥାନର ଅଧ ଇଞ୍ଚ ଉପରକୁ ଆକ୍ୟୁପ୍ରେସର ପଏଣ୍ଟ ରହିଛି, ଯାହା କି ନାକ, ଆଖି, ମେରୁଦଣ୍ଡ ଓ ଗଳା ସହ ସମ୍ପୃକ୍ତ। ଚାଇନାର ପ୍ରାଚୀନ ସଭ୍ୟତାରେ କର୍ଣ୍ଣବେଧ ପରମ୍ପରା ରହିଥିଲା। ଏହାଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ସୁନା କାନଫୁଲ ପିନ୍ଧିଲେ ଶରୀରରେ ଶକ୍ତି ସଞ୍ଚାର ହୋଇଥାଏ। ସେହିପରି ରୁପା କାନଫୁଲ ମନରେ ଆଣିଥାଏ ସଞ୍ଜମତା। କାନଫୁଲରେ ମାଣିକର ବ୍ୟବହାର ଦ୍ୱାରା ମାସିକ ଚକ୍ରଜନିତ ସମସ୍ୟା ଦୂର ହେଉଥିବା ବେଳେ ପାନ୍ନାର ବ୍ୟବହାର କଲେ ଏହା ଗର୍ଭପାତରୁ ସୁରକ୍ଷା ଦେଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri