ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ୩ଲକ୍ଷ ୩୦ହଜାର ଟଙ୍କା ସହାୟତା

ସିମୁଳିଆ, ୨୦।୪(ଡି. ଏନ.ଏ.): କରୋନା ସହାୟତା ପାଇଁ ବାଲେଶର ଜିଲା ସିମୁଳିଆ ବ୍ଲକର ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ଲକ୍ଷ ୩୦ହଜାର ଟଙ୍କାର ଚେକ୍‌ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରଦାନ କରାଯାଇଛି। ସିମୁଳିଆ ବ୍ଲକର ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ପକ୍ଷରୁ ୬୩ହଜାର, ଏକ୍ସ କ୍ୟାଡର ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୭୬ହଜାର ଟଙ୍କା, ନୂତନ ପେନସନ ଯୋଜନାଭୁକ୍ତ ଓଡିଶା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୧ଲକ୍ଷ ୧ହଜାର ଓ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୯୦ହଜାର ମୋଟ ୩ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କରାଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ) ଡ. ମାୟାଧର ସାହୁଙ୍କ ସମେତ ବିଭିନ୍ନ ସଂଘ ସଭାପତି ଓ ସମ୍ପାଦକଙ୍କ ମଧ୍ୟରେ କୃଷ୍ଣ ଚନ୍ଦ୍ର ପଣ୍ଡା, ଗୈରାଙ୍ଗ ଚନ୍ଦ୍ର ପାଣିଗ୍ରାହୀ, ଶରତ କୁମାର ନାୟକ, ବ୍ରଜକିଶୋର ବେହେରା, ଭାଗବତ ମିଶ୍ର, ରବୀନ୍ଦ୍ର କୁମାର ସାହୁ, ବୀରେନ୍ଦ୍ର କୁମାର ଶତପଥି ଓ ଶିବପ୍ରସାଦ ପଣ୍ଡା ପ୍ରମୁଖ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?