ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ

ଚୌଦାର,୪l୬(ଡି. ଏନ୍‌.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା ତରଫରୁ ଗାନ୍ଧି ଛକ, ଚୌଦ୍ୱାର ମହାବିଦ୍ୟାଳୟ ମହିଳା ଛାତ୍ରୀନିବାସରେ ପ୍ରବାସୀ ଓଡ଼ିଆଙ୍କ ପାଇଁଁ କରାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ପରଖିଥିଲେ। ପରେ ପଞ୍ଚାୟତଗୁଡିକରେ ହୋଇଥିବା କେନ୍ଦ୍ର ବୁଲି ଦେଖିଥିଲେ। ପୌରପାଳିକାରେ ହୋଇଥିବା କେନ୍ଦ୍ରଗୁଡିକରେ ପରିମଳ ବ୍ୟବସ୍ଥା ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ଏଥିପ୍ରତି ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ବେହେରାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ଶୁଭ୍ରାଂଶୁ ଶେଖର ମିଶ୍ର, ଜିଲା ମୂଖ୍ୟ ଚିକିତ୍ସାଧିକାରୀ ସତ୍ୟବ୍ରତ ଛୋଟରାୟ, ବ୍ଲକ ଅଧ୍ୟକ୍ଷା ଜୟଶ୍ରୀ ପ୍ରଧାନ, ବିଡିଓ ବିନୋଦ ସେନାପତି, ଅତିରିକ୍ତ ତହସିଲଦାର ପ୍ରଶନ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri