ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି ଛାତ୍ରୀମାନେ ଅସାମାଜିକ ଲୋକଙ୍କ ଦାରା ଅନେକ ସମୟରେ ହଇରାଣ ହରକତ ହେଉଥିବା ଅଭିଯୋଗ କରିଛନ୍ତି। ଏନେଇ ଜିଲାପାଳଙ୍କଠାରେ ଅଭିଯୋଗ କରିଆସୁଥିଲେ ମଧ୍ୟ କେହି ଶୁଣୁ ନ ଥିବାରୁ ବାଧ୍ୟ ହୋଇ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବୋଲି ଛାତ୍ରୀଛାତ୍ର କହିଛନ୍ତି। ହଷ୍ଟେଲ ବ୍ୟବସ୍ଥା ନ ଥିବାରୁ କେନ୍ଦୁଝର ସହରରୁ ପ୍ରାୟ ପାଞ୍ଚ କିମି ଦୂରରୁ ପୁରୁଣା ବଜାରସ୍ଥିତ ମହାବିଦ୍ୟାଳୟ କ୍ୟାମ୍ପସକୁ ଯିବାକୁ ପଡୁଛି। ବିପର୍ଯ୍ୟସ୍ତ ରାସ୍ତା ସହିତ ଆଲୋକ ବ୍ୟବସ୍ଥା ନ ଥିବାରୁ ଅସୁରକ୍ଷିତ ଅବସ୍ଥାରେ ଯିବା ଆସିବା କରୁଛନ୍ତି। ଏନେଇ ଜିଲାପାଳଙ୍କୁ ଭେଟି ପୁନର୍ବାର ଦାବିପତ୍ର ପ୍ରଦାନ କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆଲୋଚନା ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri