ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ହାତଗଣତି ଲୋକଙ୍କୁ ନେଇ ଏହି ଦିବସ ପାଳିତ ହୋଇଥିବା ଲକ୍ଷ୍ୟ କରାଯାଇଛି। ବାର ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଉତ୍ସବରେ ସମ୍ପାଦକ ଅଶୋକ ଜେନା ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ରାଧାକୃଷ୍ଣ ପାଠାଗାରର କର୍ମକର୍ତ୍ତା ହରେକୃଷ୍ଣ ସାହୁ, ପଦ୍ମଚରଣ ପ୍ରଧାନ, ନିରଞ୍ଜନ ପ୍ରଧାନ, ଭଞ୍ଜ କିଶୋର ପ୍ରଧାନ ପ୍ରମୁଖ ସହରର ବିଭିନ୍ନ ଛକରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସାମାଜିକ କର୍ମୀ ଶୁଳପାଣି ଶତପଥୀ ମଧ୍ୟ ଏକୁଟିଆ ଚାଲିଚାଲି ସହରର ବିଭିନ୍ନ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri