ଭଣ୍ଡାରିପୋଖରୀ,୮।୪(ଡି.ଏନ୍.ଏ): କରୋନା (କୋଭିଡ-୧୯)ର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ଡାଉନ୍ ଠାରୁ ଆରମ୍ଭକରି ସଟ୍ଡାଉନ୍ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର ଏହି ସମୟରେ ବାଇକ୍ ଚଳାଇବାକୁ ବାରଣ କରାଯାଉଥିବା ବେଳେ ଅମାନିଆମାନେ ଏହାକୁ ମାନୁ ନାହାନ୍ତି। ଅଯଥାରେ ବାଇକ ଧରି ବାହାରେ ବୁଲୁଛନ୍ତି। ଏ ନେଇ ମଙ୍ଗଳବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲଦାର ମୃତ୍ୟୁଞ୍ଜୟ ଭୂୟାଁଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ସନାତନ ସାହୁଙ୍କ ତତ୍ତ୍ୱାବଧାନରେ ଭଣ୍ଡାରିପୋଖରୀ ଓ ମଞ୍ଜୁରୀରୋଡ ବଜ଼ାର ସମେତ ବିଭିନ୍ନ ଗ୍ରାମ ରାସ୍ତାରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୧୪ଟି ଗାଡ଼ି ଜବତ ହୋଇଥିବା ବେଳେ ୩୧ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେଥିମଧ୍ୟରେ ୧୩ଟି ବାଇକ ଓ ୧ ଚାରି ଚକିଆ ଯାନ ରହିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
Archives


