ବିଭିନ୍ନ ସ୍ଥାନରେ ରଜକେଶ୍ୱରଙ୍କ ପୂଜାର୍ଚ୍ଚନା

ଖଇରା,୧୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ସ୍ଥାନରେ ରଜକେଶ୍ୱରଙ୍କ ପୂଜାର୍ଚ୍ଚନା ନିରାଡମ୍ବର ଭାବେ ପାଳିତ ହୋଇଯାଇଛି ା ସାରଡାଙ୍ଗ ପଞ୍ଚାୟତ ଅଧୀନ ଭୁଆଁଳଗଡିଆ ଗ୍ରାମରେ ୧ଶହ ବର୍ଷରୁ ଊର୍ଦ୍ଧ୍ୱ ହେଲା ପାଳିତ ହୋଇ ଆସୁଥିବା ରଜକେଶ୍ୱରଙ୍କ ପୂଜା କମ୍‌ ସଂଖ୍ୟକ ଗ୍ରାମବାସୀଙ୍କ ଉପସ୍ଥିତିରେ ୩ଦିନ ଧରି ପାଳିତ ହୋଇଯାଇଛି ା ସୂର୍ଯ୍ୟମଣି ବେହେରାଙ୍କ ଦ୍ୱାରା କଳସ ଅଣାଯାଇଥିଲା। ଶରତ କୁମାର ପଣ୍ଡାଙ୍କ ଦ୍ୱାରା ଲକ୍ଷ୍ମୀନାରାୟଣଙ୍କ ପୂଜା ସହିତ ଯଜ୍ଞାଦି କର୍ମ ଅନୁଷ୍ଠିତ ହୋଇଥିଲା। ପ୍ରହ୍ଲାଦ ବେହେରା, ସୁଶାନ୍ତ ବେହେରା, ଅଚ୍ୟୁତାନନ୍ଦ ବେହେରା ଓ ସୁନନ୍ଦ କୁମାର ବେହେରା ପ୍ରମୁଖ ପରିଚାଳନାରେ ସହାୟତା କରି ଆସୁଛନ୍ତି ା ସେହିଭଳି ବ୍ଲକର ଗଡପୋଖରୀ ପଞ୍ଚାୟତର ବାରାଯୋଡି, ଡୁଙ୍ଗୁରା ପଞ୍ଚାୟତର ବରୁଣପଲ୍ଲୀଠାରେ ପୂଜା ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri