ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ିବା ଘଟଣା: ଠିକାଦାର ଅଟକ, କାଗଜପତ୍ର ଯାଞ୍ଚ କରୁଛି କମିଶନରେଟ ପୋଲିସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାରେ ଶନିବାର ଠିକାଦାରୀ ସଂସ୍ଥା ମୁଖ୍ୟ ଦିଲୀପ ଖଟୋଇଙ୍କୁ ଅଟକ ରଖାଯାଇଛି। ଡିସିପିଙ୍କ ନେତୃତ୍ୱରେ କମିଶନରେଟ ପୋଲିସ ଦିଲୀପଙ୍କୁ ପଚରାଉଚରା କରୁଛି। ଏଥିସହ ସଂସ୍ଥାର କାଗଜପତ୍ର ଯାଞ୍ଚ କରାଯାଉଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ବିମାନବନ୍ଦର ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ଯୋଡ଼ିବା ପାଇଁ ତିଆରି ଚାଲିଥିବା ବିଲ୍ଡିଂର ଛାତ ଭୁଶୁଡ଼ି ପଡ଼ିଥିଲା। ଏହାତଳେ ଚାପିହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ବଡ଼ମ୍ବା ଅଞ୍ଚଳର ଅନ୍ତର୍ଯ୍ୟାମୀ ଗୁରୁ ଠିକା ସଂସ୍ଥାର ହେଲପର ଭାବେ କାମ କରୁଥିଲେ। ସେହିଭଳି ଗୁରୁତର ଢେଙ୍କାନାଳର ନବକିଶୋର ସ୍ବାଇଁ ଡ୍ରାଇଭର ଭାବେ କାମ କରୁଥିଲେ। କ୍ୟାପିଟାଲ ହସ୍ପିଟାଲରେ ନବକିଶୋରଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?