ବିମାନ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ସମେତ ୫ ମୃତ

ଜର୍ଜିଆ,୬।୬: ଆମେରିକାର ଜର୍ଜିଆରେ ହୋଇଥିବା ଏକ ଛୋଟ ବିମାନ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ତେବେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ।

Share