Posted inଜାତୀୟ

ବିମାନ ବନ୍ଦର ପାଚେରି ଡେଇଁ ହେଲିକପ୍ଟରକୁ ପଥର ମାରିଲେ ଯୁବକ

ଭୋପାଳ,୩।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନବନ୍ଦରର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ରବିବାର ଏଠାରେ ବିମାନ ବନ୍ଦରର ପାଚେରି ଡେଇଁ ଜଣେ ଯୁବକ ଭିତରକୁ ପଶିବା ସହ ସେଠାରେ ଥିବା ଏକ ହେଲିକପ୍ଟର ଉପରକୁ ପଥର ମାଡ କରିଥିଲେ। ଫଳରେ ହେଲିକପ୍ଟରର କାଚ ଭାଙ୍ଗି ଯାଇଥିଲା। ଏହାପରେ ଦିଲ୍ଲୀ ଯିବାକୁ ଥିବା ସ୍ପାଇସ ଜେଟର ରନ୍‌ଓ୍ବେ ଉପରେ ଶୋଇ ଯାଇଥିଲେ। ଏହା ଦେଖିବା ପରେ ପାଇଲଟ ତୁରନ୍ତ ଏଟିଏସ୍‌କୁ ଏ ସମ୍ପର୍କରେ ସୂଚନା ଦେଇଥିଲେ। ଏହାପରେ ସିଆର୍‌ପିଏଫ୍‌ ଟିମ୍‌ ସେଠାରେ ପହଞ୍ଚି ଉକ୍ତ ଯୁବକଙ୍କୁ ଗିରଫ କରିବା ସହ ତାଙ୍କୁ ପଚରା ଉଚରା କରିଛନ୍ତି। ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ପ୍ରାୟ ୫ଟା ବେଳେ ଯୁବକ ଜଣଙ୍କ ବିମାନ ବନ୍ଦର ଭିତରକୁ ପ୍ରବେଶ କରି ହ୍ୟାଙ୍ଗର ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri