ବାଲିଗୁଡ଼ା,୧୨।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନର ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ବିରଳ ପକ୍ଷୀ ବୁଲୁଥିବାର ଦେଖିବାକୁ ମିଳିଥିଲା। ଏହି ପକ୍ଷୀକୁ କୁକୁର ଗୋଡ଼ାଉ ଥିବାବେଳେ ନିକଟରେ ଥିବା ସ୍ଥାନୀୟ ଲୋକେ ପକ୍ଷୀକୁ ଉଦ୍ଧାର କରି ବାଲିଗୁଡ଼ା ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି।
ବାଲିଗୁଡ଼ା,୧୨।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନର ତ୍ରିବେଦୀ ପାର୍କ ସମ୍ମୁଖରେ ଏକ ବିରଳ ପକ୍ଷୀ ବୁଲୁଥିବାର ଦେଖିବାକୁ ମିଳିଥିଲା। ଏହି ପକ୍ଷୀକୁ କୁକୁର ଗୋଡ଼ାଉ ଥିବାବେଳେ ନିକଟରେ ଥିବା ସ୍ଥାନୀୟ ଲୋକେ ପକ୍ଷୀକୁ ଉଦ୍ଧାର କରି ବାଲିଗୁଡ଼ା ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି।
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...
ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...
କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...
