Posted inଖେଳ

ବିରାଟ କୋହଲିଙ୍କଠାରୁ ଦୁଇଗୁଣା ଅଧିକ ମୂଲ୍ୟରେ ଘର କିଣିଲେ ଏହି ଭାରତୀୟ କ୍ରିକେଟର୍‌

ଭାରତକୁ ଦୁଇଟି ବିଶ୍ୱକପ୍‌ ଜିତାଇଥିବା ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଏବେ ଅଧିନାୟକ ବିରାଟ କୋହଲିଙ୍କ ପଡୋଶୀ ହୋଇଯାଇଛନ୍ତି। ଯୁବରାଜ ମୁମ୍ବାଇର ଓ୍ବର୍ଲିରେ ଥିବା ଓମକାର ଟାଓ୍ବାର୍ସରେ ଘର କିଣିଛନ୍ତି। ୨୦୧୬ରେ ବିରାଟ କୋହଲି ଏଠାକୁ ଶିଫ୍ଟ ହୋଇଥିଲେ। ସେ ୩୫ତମ ମହଲାରେ ରହୁଥିବାବେଳେ ଯୁବରାଜ ୨୯ତମ ମହଲାରେ ଘର କିଣିଛନ୍ତି। ବିରାଟ କୋହଲିଙ୍କଠାରୁ ଦୁଇଗୁଣା ଅଧିକ ମୂଲ୍ୟରେ ଘର କିଣିଛନ୍ତି ଯୁବରାଜ। କୋହଲି ୩୪ କୋଟି ଟଙ୍କାରେ ଘର କିଣିଥିବାବେଳେ ଯୁବରାଜ ୬୪ କୋଟି ଟଙ୍କାରେ କିଣିଛନ୍ତି। ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଖେଳାଳି ରୋହିତ ଶର୍ମା ମଧ୍ୟ ଓ୍ବର୍ଲିରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି, ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି।…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri