Posted inଖେଳ

ବିରାଟ ବିଜୟ ଆଣିଦେଲେ ଦୁଇ ଅଲରାଉଣ୍ଡର

ମୋହାଲି,୬।୩: ସ୍ଥାନୀୟ ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଭାତରୀୟ ଦଳ ଏକ ଇନିଂସ ଓ ୨୨୨ ରନ୍‌ରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆ ଏହି ବଡ଼ ବିଜୟ ହାସଲ କରିଛି। ପ୍ରଥମ ଇନିଂସରେ ୧୭୫ ରନ୍‌ର ଅପରାଜିତ ପାଳି ଖେଳିଥିବା ଜାଡେଜା ଉଭୟ ଇନିଂସରେ ମୋଟ ୯ ଉଇକେଟ ନେଇଥିଲେ। ସେହିଭଳି ୬୧ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଅଶ୍ୱିନ ମ୍ୟାଚ୍‌ରେ ମୋଟ ୬ ଉଇକେଟ ନେଇଥିଲେ। ଏହି ଅବସରରେ ସେ କପିଳ ଦେବଙ୍କ ୪୩୪ ଟେଷ୍ଟ ଉଇକେଟ ରେକର୍ଡକୁ ପଛରେ ପକାଇଛନ୍ତି। ଏହି ବିଜୟ ସହ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଟିମ୍‌ ଇଣ୍ଡିଆ ୧-୦ରେ ଅଗ୍ରଣୀ ହାସଲ କରିଛି।

ଉଲ୍ଲେଖଯୋଗ୍ୟ, ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୫୪୭/୮ରେ ପାଳି ଘୋଷଣା କରିଥିଲା। ଏହାପରେ ପ୍ରଥମ ଇନିଂସରେ ୧୭୪ ରନ୍‌ର ଅଲଆଉଟ୍‌ ହୋଇ ଫଲୋଅନ୍‌ ଭୋଗିଥିଲା ଶ୍ରୀଲଙ୍କା। ଦ୍ୱିତୀୟ ଇନିଂସରେ ଭ୍ରମଣକାରୀ ଦଳ ୧୭୮ ରନ୍‌ରେ ସୀମିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri