ବିରୁଡ଼ି ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗ୍ରାମର ଲଳିତା ବେହେରା(୬୦) ବିରୁଡ଼ି ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ରବିବାର ଲଳିତା ଗ୍ରାମ ନିକଟ ପଶି ଅଞ୍ଚଳରୁ ଛେଳି ଚରାଇ ଘରକୁ ଫେରୁଥିବାବେଳେ ବିରୁଡ଼ିମାନେ ତାଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ଥାନାରେ କୌଣସି ଅପମୃତ୍ୟୁ ମାମଲା ରୁଜୁ ହୋଇ ନ ଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri